Browsing Tag

#jsw #yuvasamay

ସପ୍ତମ ସୋସିଆଲ ଇମ୍ପାକ୍ଟ ଆୱାର୍ଡ ୨୦୨୫ କାର୍ଯ୍ୟକ୍ରମରେ ଜେଏସପିକୁ ଦୁଇଟି ପୁରସ୍କାର ପ୍ରଦାନ

ଭୁବନେଶ୍ବର, ୧୨/୦୩/୨୦୨୫:ଇଣ୍ଡିଆନ୍ ଚାମ୍ବର ଅଫ୍ କମର୍ସ (ଆଇସିସି) ପକ୍ଷରୁ କୋଲକାତାଠାରେ ଆୟୋଜିତ ସପ୍ତମ ସୋସିଆଲ ଇମ୍ପାକ୍ଟ ଆୱାର୍ଡ ୨୦୨୫ କାର୍ଯ୍ୟକ୍ରମରେ ଜିନ୍ଦଲ ଷ୍ଟିଲ୍ ଆଣ୍ଡ ପାୱାର (ଜେଏସପି)କୁ ଏହାର ଜିନ୍ଦଲ ଆଶା କାର୍ଯକ୍ରମ ପାଇଁ ବିଜେତା ଟ୍ରଫି ଏବଂ କିଶୋରୀ ଏକ୍ସପ୍ରେସ