ଗତ ୨୪ ଘଣ୍ଟାରେ ଦେଶରେ ୪୧ ହଜାରରୁ ଅଧିକ କରୋନା ପଜିଟିଭ୍ ଚିହ୍ନଟ, ୪୬୦ ମୃତ
ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନାହିଁ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୧ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୬୦ ଜଣଙ୍କ…