ଗତ ୨୪ ଘଣ୍ଟାରେ ଦେଶରେ ୪୧ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ, ୫୮୧ ମୃତ
ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୮୧ ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ…