ପ୍ରୟାଗରାଜରେ ଶ୍ରଦ୍ଧାଳୁ ଏବଂ ଦର୍ଶକଙ୍କୁ ଆକୃଷ୍ଟ କରିବ ୩ ଦିନିଆ ଆନ୍ତର୍ଜାତିୟ ପକ୍ଷୀ ମହୋତ୍ସବ
ଆସନ୍ତା ୧୬ ତାରିଖରୁ ପ୍ରୟାଗରାଜଠାରେ ଆରମ୍ଭ ହେବ ୩ ଦିନିଆ ଆନ୍ତର୍ଜାତିୟ ପକ୍ଷୀ ମହୋତ୍ସବ। ମହାକୁମ୍ଭ ୨୦୨୫କୁ ଆସୁଥିବା ଶ୍ରଦ୍ଧାଳୁ ତଥା ପରିଦର୍ଶକମାନଙ୍କ ପାଇଁ ଏହା ଏକ ବିଶେଷ ଆକର୍ଷଣ ହେବ। ସେମାନେ ଏଠାରେ ୨୦୦ ରୁ ଅଧିକ ପ୍ରବାସୀ ଏବଂ ସ୍ଥାନୀୟ ପକ୍ଷୀମାନଙ୍କର ସମାବେଶ ଦେଖିବା ସହ…