ସ୍ବାଭିମାନ ଅଂଚଳବାସୀଙ୍କ ପାଖରେ ପହଂଚିବ ସ୍ମାର୍ଟଫୋନ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ମାଲକାନଗିରିର ସ୍ବାଭିମାନ ଅଂଚଳବାସୀଙ୍କ ସହ ସିଧାସଳଖ ଫୋନ୍ ଯୋଗେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଂଚଳରେ ବିକାଶମୂଳକ କାମର ସମୀକ୍ଷା କରିଛନ୍ତି । ସ୍ବାଭିମାନ ଅଞ୍ଚଳର ବିକାଶ ବ୍ୟୟ ବରାଦ ୨୧୫ କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି । ଏହି ଅର୍ଥରେ ଲୋକଙ୍କ ଜୀବିକା,…