୧୪ଦିନର ନ୍ୟାୟିକ ହେପାଜତରେ ରିପବ୍ଲିକ୍ ଟିଭି ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ବାମୀ
୨୦୧୮ ମସିହାରେ ଜଣେ ୫୩ ବର୍ଷୀୟ ଇଣ୍ଟେରିଅର ଡିଜାଇନର ଓ ତାଙ୍କ ମାଆଙ୍କୁ ଆତ୍ମହତ୍ୟା କରିବାକୁ ବାଧ୍ୟ କରିଥିବା ଅଭିଯୋଗରେ ରିପବ୍ଲିକ୍ ଟିଭିର ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ବାମୀଙ୍କ ସମେତ ତିନି ଜଣଙ୍କୁ ମହାରାଷ୍ଟ୍ରର ରାଇଗଡ଼ ପୁଲିସ ଗିରଫ କରିଥିଲା। ଏବେ ମାମଲାର ଶୁଣାଣି କରି…