ରାଜ୍ୟରେ ଆଜି ପୁଣି କରୋନାରେ ଆଖି ବୁଜିଲେ ୯ ଜଣ ଆକ୍ରାନ୍ତ, ମୃତ୍ୟୁ ସଂଖ୍ୟା ୨୧୬କୁ ବୃଦ୍ଧି
ରାଜ୍ୟରେ ଆଜି ପୁଣି କରୋନାରେ ଆଉ ୯ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୧୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ଗଞ୍ଜାମ ଜିଲ୍ଲାରେ କରୋନାରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ…