ରାଜ୍ୟରେ ଆଜି ପୁଣି ୧୨୦୩ କରୋନା ପଜିଟିବ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୦ ହଜାର ପାର
ରାଜ୍ୟରେ ଆଜି ପୁଣି ୧୨୦୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦,୩୮୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୪୪୫ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ…