ମୁହଁରେ ପ୍ରାକୃତିକ ଚମକ ଆଣିବାକୁ ବିଟ କୁ ଏଭଳି କରନ୍ତୁ ବ୍ୟବହାର
ବିଟ୍ ମୁହଁ ପାଇଁ ଲାଭଦାୟକ ହୋଇଥାଏ। ଏହା ମୁହଁକୁ ସତେଜ ଓ ପ୍ରାକୃତିକ ସୌନ୍ଦର୍ୟ୍ୟ ବୃଦ୍ଧି ପାଇଥାଏ। ବିଟକୁ ବ୍ୟବହାର କରି ଗାଲ ଓ ଓଠକୁ ପ୍ରାକୃତିକ ରୂପେ ଗୋଲାପୀ ରଙ୍ଗ କରି ପାରିବା। ସେଥିପାଇଁ ବିଟକୁ ଛେଚି ତାକୁ ଖରାରେ ଶୁଖାଇ ଦିଅନ୍ତୁ। ଖରାରେ ଭଲ ଭାବେ ଶୁଖିଲା ପରେ ତାହକୁ ପେଷି ଗୁଣ୍ଡ…