କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର! ୧୭ ରୁ ବଢ଼ି ୨୮ ପ୍ରତିଶତ ହେଲା ମହଙ୍ଗା ଭତା
ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଆଜି ଏକ ବିଶେଷ ଦିନ | କାରଣ ଆଜି କେନ୍ଦ୍ର କ୍ୟାବିନେଟ ବୈଠକରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତା ଏବଂ ମହଙ୍ଗା ରିଲିଫ୍ ଉପରେ ପ୍ରତିବନ୍ଧକ ହଟାଇ ଦିଆଯାଇଛି | କର୍ମଚାରୀଙ୍କ ମହଙ୍ଗା ଭତ୍ତା ରେ ୧୧…