ଶୋଇବା ସମୟରେ ଏହିସବୁ ଦିଗପ୍ରତି ଧ୍ୟାନ ଦିଅନ୍ତୁ, ବଢ଼ିବ ସୁଖ ଓ ସମୃଦ୍ଧି
ସାଧାରଣତଃ ବାସ୍ତୁଦୋଷ ସମାଧାନ ଦିଗରେ ବାସ୍ତୁ ଟିପ୍ସ ଦେଖିବାକୁ ମିଳିଥାଏ । କିନ୍ତୁ ବାସ୍ତବରେ ଏହା କେତେ ଦୁରୁ କାର୍ଯ୍ୟ କରିଥାଏ? ଯଦି ବାସ୍ତୁଦୋଷ ଦୂର କରିବା ପୂର୍ବରୁ ପଂଚତତ୍ତ୍ବର ସନ୍ତୁଳନ, ମୁଖ୍ୟଦ୍ୱାରର ସନ୍ତୁଳନ, ରୋଷେଇ ଘରର ସନ୍ତୁଳନ ଓ ବାସ୍ତୁର ୧୬ଟି ଦିଗର ସନ୍ତୁଳନ ନ କରାଯାଏ…