ଘରେ ମୟୁର ପୁଚ୍ଛକୁ ଏଭଳି ଭାବରେ ରଖନ୍ତୁ, ମିଳିଥାଏ ଅନେକ ଫାଇଦା
ହିନ୍ଦୁ ଧର୍ମରେ ବାସ୍ତୁଶାସ୍ତ୍ରର ଅନେକ ମହତ୍ତ୍ୱ ରହିଛି। ବାସ୍ତୁଶାସ୍ତ୍ର ଅନୁସାରେ ମୟୁର ପୂଛକୁ ବହୁତ ଶୁଭ ହୋଇଥାଏ। ମହୁର ପୂଛ ଭଗବାନ ଶ୍ରୀକୃଷ୍ଣଙ୍କୁ ବହୁତ ପ୍ରିୟ। ସେଥିପାଇଁ ତାକୁ ବହୁତ ଶୁଭ ବୋଲି କୁହାଯାଏ। ଘରେ ମୟୁର ପୂଛ ରଖିଲେ ଧନଧାନ୍ୟ ବୃଦ୍ଧି ହୋଇଥାଏ ବୋଲି କୁହାଯାଏ। ସେଥିପାଇଁ…