କୋଲେଷ୍ଟ୍ରଲ ହ୍ରାସ କରିବାରେ ଅତ୍ୟନ୍ତ ଲାଭଦାୟକ ହୋଇଥାଏ ଉଷୁମ ପାଣି
ଆମ ଶରୀରରେ କୋଲେଷ୍ଟରଲ ପରିମାଣ ସନ୍ତୁଳିତ ରହିବା ନିହାତି ଜରୁରୀ। ଯଦି ଏଥିରେ ଅସନ୍ତୁଳନ ପରିଲକ୍ଷିତ ହୁଏ, ତେବେ ତାହା କେତେକ ଗୁରୁତର ସ୍ବାସ୍ଥ୍ୟ ସମସ୍ୟାକୁ ଡାକି ଆଣିଥାଏ। ଏହାଦ୍ୱାରା ରକ୍ତଚାପ (ବ୍ଲଡ ପ୍ରେସର) ଏପରି କି ହୃଦ୍ଘାତ ହେବାର ଆଶଙ୍କା ରହିଛି। ତେଣୁ ଏହା କିପରି ସନ୍ତୁଳିତ…