ଅସୁସ୍ଥତା ହେତୁ ଜାପାନର ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଞ୍ଜୋ ଆବେ
ସ୍ୱାସ୍ଥ୍ୟ ସମସ୍ୟା ହେତୁ ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଏହି ସୂଚନା ରାଏଟର୍ସ ଦ୍ୱାରା ଦିଆଯାଇଛି। ଆବେ ଶୁକ୍ରବାର ଏକ ସାମ୍ବାଦିକ ସମ୍ମିଳନୀକୁ ମଧ୍ୟ ସମ୍ବୋଧିତ କରିବେ। ଏହା ପୂର୍ବରୁ ଖବର ପ୍ରକାଶ ପାଇଥିଲା ଯେ ଆବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର…