ଖରା ଦିନେ ନିୟମିତ ସାଲାଡ୍ ଖାଇବା ଦ୍ବାରା ଶରୀରକୁ ମିଳିଥାଏ ଅଦ୍ଭୁତପୂର୍ବ ଫାଇଦା
ସାଲାଡ ଖାଇବାକୁ ଅଧିକାଂଶ ଲୋକ ପସନ୍ଦ କରନ୍ତି । ଛୋଟରୁ ବଡ ଯାଏଁ ସମସ୍ତେ ସାଲାଡ୍ ଖାଆନ୍ତି । କାରଣ ସାଲାଡରେ ଭିଟାମିନ୍, ମିନେରାଲ୍ସ ଏବଂ ଫାଇବର ପରି ଅତ୍ୟାବଶ୍ୟକ ପୋଷକ ତତ୍ତ୍ୱ ଭରପୂର ରହିଥାଏ। ସବୁଜ ତଥା ଗ୍ରୀନ୍ ସାଲାଡ ଖାଇବା ଦ୍ବାରା ଶରୀରକୁ ସୁସ୍ଥ ରଖେ। ଗ୍ରୀଷ୍ମ ଋତୁରେ ତଥା ଖରା…