ଓଡ଼ିଆ ଅଭିନେତା ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ ସମ୍ପନ୍ନ
ଗୁରୁଗ୍ରାମର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ଶେଷ ନିଶ୍ୱାସ ତ୍ୟାଗ କରିଥିବା ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ ଶୁକ୍ରବାର ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ସମ୍ମାନ ସହ ଭୁବନେଶ୍ୱରରେ ସମ୍ପନ୍ନ ହୋଇଛି। ସକାଳେ ତାଙ୍କ ପାର୍ଥିବ ଶରୀରକୁ ଭୁବନେଶ୍ୱର ଅଣାଯାଇ ବରମୁଣ୍ଡାସ୍ଥିତ…