ଶରୀର ପାଇଁ ଅତ୍ୟନ୍ତ ଲାଭଦାୟକ ହୋଇଥାଏ ଲବଙ୍ଗ ପାଣି, ଜାଣନ୍ତୁ ଏହାର ଚମତ୍କାରୀ ଫାଇଦା
ଭାରତୀୟ ଖାଦ୍ୟ ବନାଇବା ବେଳେ କେତେ ପ୍ରକାର ମସଲା ବ୍ୟବହାର କରାଯାଇଥାଏ । ଯେଉଁଥି ପାଇଁ ଖାଦ୍ୟର ଭିନ୍ନ ଭିନ୍ନ ସ୍ବାଦ ଆସି ଥାଏ। ସେଥି ମଧ୍ୟରୁ ଲବଙ୍ଗ ଏକ ଏପରି ମସଲା ଯାହା ସମସ୍ତଙ୍କ ଘରେ ଖାଦ୍ୟ ଠାରୁ ଆରମ୍ଭ କରି ସବୁ ପ୍ରକାରର ଜିନିଷରେ ବ୍ୟବହାର କରାଯାଏ । ଏହାର ସ୍ୱାଦ ଭଲ ହେବା ସହ ଏହା…