Browsing Tag

#OdishaContractorsProtest #ContractorsDemands

ଆସନ୍ତା ୨୦ରୁ ଠିକାଦାର ସଂଘର ରାଜ୍ୟବ୍ୟାପୀ ଆନ୍ଦୋଳନ,ସାମିଲ ହେବେ ୭୦ ହଜାର ଠିକାଦାର

ଭୁବନେଶ୍ଵର,୧୩/୦୨:୨୦ରୁ ଠିକାଦାରଙ୍କ ରାଜ୍ୟବ୍ୟାପୀ ଆନ୍ଦୋଳନ।୧୮ ସୁଦ୍ଧା ୮ ଦଫା ଦାବି ପୂରଣ ନ ହେଲେ ୨୦ରୁ ଆନ୍ଦୋଳନ ଚେତାବନୀ।ରାଜ୍ୟବ୍ୟାପୀ ଠପ୍ ହେବ ସମସ୍ତ ସରକାରୀ ନିର୍ମାଣ କାର୍ଯ୍ୟ।ଏକାଠି ହେବେ ୭୦ ହଜାର ଠିକାଦାର ଓ ୩ ପ୍ରମୁଖ ଠିକାଦାର ସଂଘ।ପ୍ରେସମିଟ୍‌ରେ ମିଳିତ ମଞ୍ଚ ଓଡ଼ିଶା