ମାଇକ୍ରୋସଫ୍ଟ ଇଣ୍ଡିଆ ପକ୍ଷରୁ ଭୁବନେଶ୍ୱରରେ କ୍ଲାଉଡ୍ ଫର୍ ଡିଜିଟାଲ ଗଭର୍ଣ୍ଣାନ୍ସ ଟୁର୍ ଆୟୋଜିତ
ଦେଶକୁ ଏହାର ଡିଜିଟାଲ ଇଣ୍ଡିଆ ଲକ୍ଷ୍ୟରେ ସହଯୋଗ କରିବା ପ୍ରତିଶ୍ରୁତିର ଅଂଶ ସ୍ୱରୁପ ମାଇକ୍ରୋସଫ୍ଟ ଇଣ୍ଡିଆ ପକ୍ଷରୁ ଆଜି ଭୁବନେଶ୍ୱରରେ କ୍ଲାଉଡ୍ ଫର୍ ଡିଜିଟାଲ ଗଭର୍ଣ୍ଣାନ୍ସ ଟୁର୍ ଆୟୋଜିତ ହୋଇଯାଇଛି । ଏହି ଦିନିକିଆ ସମ୍ମଳିନୀ କ୍ଲାଉଡ୍ ଫର୍ ଡିଜିଟାଲ ଗଭର୍ଣ୍ଣାନ୍ସ ଜାତୀୟ କାର୍ଯ୍ୟକ୍ରମର…