ଆଜିଠୁ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଗଣତିମଣତି
ପୁରୀ,୨୫/୦୩:ଆଜିଠାରୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି । ମଧ୍ୟାହ୍ନ ୧୨ଟା ୯ରୁ ୧ଟା ୪୫ ମଧ୍ୟରେ ପ୍ରବେଶ ପାଇଁ ଶୁଭ ମୂହୁର୍ତ୍ତ ରହିଥିବା ବେଳେ ଏଥିପାଇଁ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ ହୋଇଛି। ଗଣତିମଣତି ବେଳେ ଫଟୋଗ୍ରାଫି, ଭିଡିଓଗ୍ରାଫି ସହ ଥ୍ରୀ-ଡି ମ୍ୟାପିଂ!-->…
