Browsing Tag

#SOA #INSTITUTE #VETERINARY #SCIENCE #PETSPA #PETS

ଗୃହପାଳିତ ପୋଷା ପ୍ରାଣୀଙ୍କ ଯତ୍ନ ନିମନ୍ତେ ସୋଆ ଆଇଭିଏସ୍‌ଏଏଚ୍‌ରେ ଖୋଲିଲା ସ୍ପା ଏବଂ ଗ୍ରୁମିଂ ସେଂଟର

ଭୁବନେଶ୍ୱର, ଡିସେମ୍ବର ୨୭: ଘରେ ରହୁଥିବା ଗେଲବସରିଆ ପୋଷା ପ୍ରାଣୀଙ୍କ ଉପଯୁକ୍ତ ଯତ୍ନ ଏବଂ ସ୍ୱାସ୍ଥ୍ୟ ପରିଚାଳନା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍‌ସେସ୍ ଆଣ୍ଡ ଆନିମଲ ହଜ୍‌ବ୍ୟାଣ୍ଡରୀ (ଆଇଭିଏସ୍‌ଏଏଚ୍‌)ରେ ଖୋଲିଛି ସ୍ପା ଏବଂ