Browsing Tag

#SOA University floriculture event

ସୋଆରେ ଦୁଇ ଦିନିଆ ପ୍ରଥମ ପୁଷ୍ପ ଉତ୍ସବ

ଭୁବନେଶ୍ୱର, ଜାନୁଆରୀ ୧୩: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ କୃଷି ମହାବିଦ୍ୟାଳୟ, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ ସାଇନ୍‌ସେସ୍ (ଆଇଏଏସ୍‌) ପକ୍ଷରୁ ପ୍ରଥମ ସୋଆ ପୁଷ୍ପ ଉତ୍ସବ ଆୟୋଜିତ ହେବାକୁ ଯାଉଛି ।ଆନ୍ତର୍ଜାତିକ ପୁଷ୍ପ ଦିବସ ପରିପ୍ରେକ୍ଷୀରେ ଜାନୁଆରୀ ୧୯ ଓ ୨୦