ଆସନ୍ତା ୧୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ପ୍ରକୋଷ୍ଠ କାର୍ଯ୍ୟକାରୀ  ବନ୍ଦ ରହିବ

Share It

ଭୁବନେଶ୍ୱର :ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ବଳବତ୍ତର ଥିବା ହେତୁ ଆସନ୍ତା ସୋମବାର ମାର୍ଚ୍ଚ ୧୦ ତାରିଖ ଦିନ ଭୁବନେଶ୍ଵର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।   ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ।


Share It

Comments are closed.