ମାର୍ଚ୍ଚ ୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ

Share It

ଭୁବନେଶ୍ୱର,୨୭/୦୨:ଆସନ୍ତା ମାର୍ଚ୍ଚ ମାସ ୨ତାରିଖ ସୋମବାର  ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ମାର୍ଚ୍ଚ ୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ।
ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦ ପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ।ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


Share It

Comments are closed.