କ୍ରୀଡା ଡିସେମ୍ବର ୯ ରେ ବାରବାଟୀରେ ଖେଳାଯିବ ଅନ୍ତର୍ଜାତୀୟ ଟି ୨୦ ମ୍ୟାଚ୍ By SIbu Singh On Mar 22, 2025 Share Itକଟକ: ଡିସେମ୍ବର ୯ ତାରିଖରେ କଟକ ବାରବାଟୀରେ ଅନୁଷ୍ଠିତ ହେବ ଅନ୍ତର୍ଜାତୀୟ ଟି-ଟ୍ବେଣ୍ଟି ମ୍ୟାଚ୍।ଦକ୍ଷିଣ ଆଫ୍ରିକା ବିରୋଧରେ ଖେଳାଯିବ ଟି ଟ୍ବେଣ୍ଟି ମ୍ୟାଚ୍। ୫ ମ୍ୟାଚ୍ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ବାରବାଟୀରେ ଖେଳାଯିବ।ନାଗପୁର, ଧର୍ମଶାଳା, ଲକ୍ଷ୍ନୌ ଓ ଅହମ୍ମଦାବାଦରେ ଅବଶିଷ୍ଟ ମ୍ୟାଚ୍ ଖେଳାଯିବ। Share It
Comments are closed.