ଓଲଟିଲା ଟୁରିଷ୍ଟ ବସ୍

Share It

ଦଶପଲ୍ଲା,୨୮/୦୩:ଦଶପଲ୍ଲା ଟାକେରା ନିକଟ ହନୁମାନଘାଟି ବୁଲାଣି ରାସ୍ତାରେ ଟୁରିଷ୍ଟ ବସ୍ ଦୁର୍ଘଟଣାଗ୍ରସ୍ତ।୫ ମୃତ, ୪୦ରୁ ଊର୍ଦ୍ଧ୍ବ ଆହତ।ବ୍ରହ୍ମପୁରରୁ ବଲାଙ୍ଗିର ହରିଶଙ୍କର ବୁଲି ଯିବାବେଳେ ମର୍ମନ୍ତୁଦ ଦୁର୍ଘଟଣା।ସମସ୍ତ ମୃତାହତ ବ୍ରହ୍ମପୁର ଅଞ୍ଚଳର। ବସଟି ୫୦ରୁ ଉର୍ଦ୍ଧ୍ବ ଯାତ୍ରୀଙ୍କୁ ନେଇ ବ୍ରହ୍ମପୁରରୁ ବୌଦ୍ଧ ଅଭିମୁଖେ ଯାଉଥିଲା । ବିଳମ୍ବିତ ରାତିରେ ବସଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା । ପୋଲିସ ଓ ଅଗ୍ନିମବାହିନୀ ପହଂଚି ଯାତ୍ରୀଙ୍କୁ ଉଦ୍ଧାର କରିଛନ୍ତି । ଗୁରୁତରଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।


Share It

Comments are closed.