କରୋନାରେ ଆକ୍ରାନ୍ତ ହେଲେ ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ପୁଅ
ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ପୁଅ ଡୋନାଲ୍ଡ ଟ୍ରମ୍ପ୍ ଜୁନିୟର,କରୋନା ଭାଇସରେ ସଂକ୍ରମିତ ହୋଇଛନ୍ତି। ବର୍ତ୍ତମାନ ସେ କ୍ବାରେଣ୍ଟାଇନରେ ଅଛନ୍ତି। ଏହି ସପ୍ତାହରେ ତାଙ୍କର କରୋନା ଟେଷ୍ଟ୍ କରାଯାଇଥିଲା। ତାଙ୍କଠାରେ କୌଣସି ଲକ୍ଷଣ ନଥିଲା। ସେ ଶୁକ୍ରବାରଠୁ କ୍ବାରେଣ୍ଟାଇନରେ ଅଛନ୍ତି। ଟ୍ରମ୍ପ୍ ଜୁନିୟର ଡାକ୍ତରଙ୍କ ପରାମର୍ଶ ଅନୁସାରେ ସମସ୍ତ ନିୟମଗୁଡ଼ିକ ପାଳନ କରିଛନ୍ତି। କରୋନା ଯୋଗୁଁ ଆମେରିକାରେ ୨୫୦,୦୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇସାରିଛି। ପାଖାପାଖି ୧୨ମିଲିୟନ୍ ଲୋକେ ସଂକ୍ରମିତ ହୋଇଛନ୍ତି।
#BREAKING Trump's son Donald Jr tested positive for Covid-19: spokesman pic.twitter.com/Wxu9u1bJhs
— AFP News Agency (@AFP) November 20, 2020
Comments are closed.