ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ


ଭୁବନେଶ୍ୱର – ବରିଷ୍ଠ ରାଜନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଶ୍ରୀ ପ୍ରଧାନ ଶୋକବାର୍ତ୍ତାରେ କହିଛନ୍ତି ବରିଷ୍ଠ ରାଜନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ବିୟୋଗରେ ମୁଁ ଗଭୀର ମର୍ମାହତ ଓ ଦୁଃଖିତ । ଦୀର୍ଘ ଦିନ ଧରି ସେ ସାମାଜିକ ଓ ରାଜନୈତିକ ଜୀବନ ସହ ଜଡ଼ିତ ଥିଲେ । ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି ।


Share It

Comments are closed.